ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ବିଜେପି ସଭାପତି ତାପସ ରଞ୍ଜନ ମାର୍ଥାଙ୍କୁ ଦଳ ପ୍ରଥମେ ଟିକେଟ ଦେଇଥିବା ବେଳେ ସୁରମା ପାଢ଼ୀ ସମର୍ଥକଙ୍କ ଜୋରଦାର ବିରୋଧ ପରେ ଶ୍ରୀଯୁକ୍ତ ମାର୍ଥାଙ୍କ ଟିକେଟ କାଟି ସୁରମା ପାଢ଼ୀକୁ ଦଳ ଦେଇଛି ଟିକେଟ। ବର୍ତମାନ ପରିସ୍ଥିତିରେ ତାପସ କରିବେ କଣ? ବିଜେପି ଟିକେଟ ହାତେଇବା ପରେ ନିଜ ଧର୍ମପତ୍ନୀ ତଥା ରଣପୁର ବ୍ଲକ ଅଧ୍ୟକ୍ଷା ନିର୍ମଳା ବେହେରାଙ୍କୁ ସଙ୍ଗରେ ନେଇ ତାପସ ଗାଁ କୁ ଗାଁ ବୁଲି କ୍ଷେତ୍ର ପ୍ରସ୍ତୁତ କରିଥିବାବେଳେ ଏବେ କରିବେ କଣ? ଟିକେଟ ପାଇ ଟିକେଟ ହରେଇଥିବା ତାପସ ସୁରାମଙ୍କୁ ସମର୍ଥନ କରିବେ କି ଦଳ ଛାଡି ନିଜ ପାଇଁ କ୍ଷେତ୍ର ପ୍ରସ୍ତୁତ କରିବେ ତାହା ଦେଖିବାକୁ ବାକି ରହିଲା।
Related posts
-
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ପତାକା ଉତ୍ତୋଳନ କଲେ ରଣପୁରର ପ୍ରାକ୍ତନ ବିଧାୟକ ସତ୍ଯ ନାରାୟଣ ପ୍ରଧାନ
ନୟାଗଡ଼, (ନୟାଗଡ଼ ଦର୍ପଣ): ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ସମଗ୍ର ଦେଶ ଉତ୍ସବ ମୁଖର। ପୁରପଲ୍ଲୀ ସବୁଠି ଫରଫର... -
ସିଭିଲ ସୋସାଇଟି ନୟାଗଡ଼ ପକ୍ଷରୁ ୭୬ତମ ଗଣତନ୍ତ୍ର ଦିବସ ପାଳନ
ନୟାଗଡ଼, (ନୟାଗଡ଼ ଦର୍ପଣ): ସିଭିଲ ସୋସାଇଟି ନୟାଗଡ଼ ପକ୍ଷରୁ ୭୬ତମ ଗଣତନ୍ତ୍ର ଦିବସ ସକାଳ ୦୭.୩୦ ସମୟରେ ସ୍ଥାନୀୟ ହୋଟେଲ ନିଳମାଧବ... -
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ ୭୬ତମ ସାଧାରଣ ତନ୍ତ୍ର ଦିବସ ପାଳିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ ନୟାଗଡ଼ ପୁରୁଣା ସହର ଜଗନ୍ନାଥ ମନ୍ଦିର ଯଦୁମଣି ମଣ୍ଡପଠାରେ ୭୬ତମ ସାଧାରଣତନ୍ତ୍ର...