ତାପମାତ୍ରା ବୃଦ୍ଧି ଯୋଗୁଁ ତିନିଦିନ ସ୍କୁଲ ବନ୍ଦ ରହିବ

ଭୁବନେଶ୍ୱର,(ନୟାଗଡ଼ ଦର୍ପଣ): ସଂପ୍ରତି ରାଜ୍ୟରେ ଗ୍ରୀଷ୍ମପ୍ରବାହ ଓ ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟକୁ ତିନିଦିନ ପାଇଁ ବନ୍ଦ କରିଛନ୍ତି । ଚଳିତ ଅପ୍ରେଲ ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି ।

Related posts