ନିର୍ବାଚନକୁ ନେଇ ନୟାଗଡ଼ରେ ଗଡ଼ିଲା ମୁଣ୍ଡ, ୨ନିଲମ୍ବିତ

ନୟାଗଡ଼(ନୟାଗଡ଼ ଦର୍ପଣ): ସାଧାରଣ ନିର୍ବାଚନ ୨୦୨୪ ପରିପ୍ରେକ୍ଷୀରେ ଓଡଗାଁ ଦୂତୀକେଶ୍ୱର ମନ୍ଦିର ଠାରେ ଆଦର୍ଶ ଆଚରଣ ବିଧି ଉଲଙ୍ଘନ କରିଥିବାରୁ, ନିର୍ବାଚନ ଆଚରଣ ବିଧି କମିଟିର ତଦନ୍ତକୁ ଆଧାର କରି ନୂଆଗାଁ ବ୍ଲକ ଅନ୍ତର୍ଗତ ଗତିଶ୍ୱର ମହାବିଦ୍ୟାଳୟର ଖେଳ ଶିକ୍ଷକ ପ୍ରଶାନ୍ତ କୁମାର ବେହେରା ଓ ନୟାଗଡ଼ କେନ୍ଦ୍ରୀୟ ସମବାୟ ବ୍ୟାଙ୍କର ସହକାରୀ ପରିଚାଳକ ଯୁଗଳ କିଶୋର ପ୍ରଧାନଙ୍କୁ ପୁନଃ ଆଦେଶ ପର୍ଯ୍ୟନ୍ତ ନିଲମ୍ବିତ କରାଯାଇଛି।

Related posts