ଓଡ଼ଗାଁ,(ନୟାଗଡ଼ ଦର୍ପଣ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍ଇ) ଦ୍ଵାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶିତ ହୋଇଯାଇଛି। ସେହି ପରୀକ୍ଷାରେ ନୟାଗଡ଼ ଜିଲ୍ଲାସ୍ଥିତ ଗୋଠବଣ ଗ୍ରାମର ଗୋପବନ୍ଧୁ ଷଡ଼ଙ୍ଗୀ ଓ ପୁଷ୍ପଶ୍ରୀ ଷଡ଼ଙ୍ଗୀଙ୍କ ଜ୍ୟେଷ୍ଠ କନ୍ୟା ଗୋପାଗ୍ନୀ ଷଡ଼ଙ୍ଗୀ ୯୮% ମାର୍କ ରଖି ଉତ୍ତୀର୍ଣ୍ଣ ହେବାସହ ବିଦ୍ୟାଳୟରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଭବିଷ୍ୟତରେ ସେ ଜଣେ ଡ଼ାକ୍ତର ହେବାକୁ ଲକ୍ଷ୍ୟ ରଖିଛନ୍ତି। ତାଙ୍କର ସଫଳତା ପଛରେ ସେ ବଡ଼ମାନଙ୍କ ଆଶୀର୍ବାଦ, ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନଙ୍କ ପଥ ପ୍ରଦର୍ଶନ ସହ ନିଜର କଠିନ ପରିଶ୍ରମର ହାତ ରହିଛି ବୋଲି କହିଛନ୍ତି।
Related posts
-
ରାଜ୍ୟ ପରିବହନ ମନ୍ତ୍ରୀଙ୍କ ଚୋରା ବାଲି ହାଇୱା ଧରପଗଡ଼ ପ୍ରସଙ୍ଗ
ନୟାଗଡ଼(ନୟାଗଡ଼ ଦର୍ପଣ): ଖଣ୍ଡପଡା ଭାପୁର ଗଣିଆ ତହସିଲ ଅନ୍ତର୍ଗତ ମହାନଦୀର ସମସ୍ତ ସରକାରୀ ବାଲିଘାଟରୁ ନିଲାମଧାରୀମାନେ ତହସିଲଦାର, ପୋଲିସ ଏବଂ ଖଣି... -
ପ୍ରଧାନ ମନ୍ତ୍ରୀଙ୍କ ସ୍ଵଚ୍ଛ ଅଭିଯାନ ଆହ୍ୱାନରେ ଅନୁପ୍ରାଣିତ ନୟାଗଡ଼ର ସିଭିଲ ସୋସାଇଟି
ନୟାଗଡ଼,(ନୟାଗଡ଼ ଦର୍ପଣ): ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନକ୍ରମେ ନୟାଗଡ଼ର ସିଭିଲ ସୋସାଇଟି ପକ୍ଷରୁ ୧୪ଜାନୁଆରୀ ଠାରୁ ୨୨ଜାନୁଆରୀ ୨୦୨୫ ପର୍ଯ୍ୟନ୍ତ ନୟାଗଡ଼ ସ୍ଥିତ ସମସ୍ତ... -
ବ୍ୟାସକବି ଫକୀରମୋହନ ସେନାପତିଙ୍କ ଜୟନ୍ତୀ ପାଳିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ୧୩ ଜାନୁଆରୀ ୧୮୪୩ରେ ବାଲେଶ୍ୱର ଜିଲ୍ଲା ମଲିକାଶପୁର ଗ୍ରାମରେ ଜନ୍ମଗ୍ରହଣ କରିଥିବା ଫକୀର ମୋହନ ସେନାପତି ଓଡ଼ିଆ...