ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଖଣ୍ଡପଡ଼ାରୋଡସ୍ଥ ରୋଟାରୀ ଭବନରେ କ୍ଳବର ୩୬ତମ ଅଧିଷ୍ଠାନ ଉତ୍ସବ ମହାସମାରୋହରେ ପାଳିତ ହୋଇ ଯାଇଛି। ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ନୟାଗଡ଼ ବିଧାୟକ ଡକ୍ଟର ଅରୁଣ କୁମାର ସାହୁ ଯୋଗ ଦେଇ ରୋଟାରିଆନ ମାନଙ୍କର ସମାଜ ସେବା ମନୋବୃତ୍ତିକୁ ପ୍ରସଂଶା କରିଥିଲେ। ରୋଟାରୀ କ୍ଳବର ବିଭିନ୍ନ ସମାଜ କଲ୍ୟାଣ କାର୍ଯ୍ୟକ୍ରମ ଗୁଡିକ ପାଇଁ ମୁଖ୍ଯ ଅତିଥି ସମସ୍ତ ରୋଟାରିଆନ ମାନଙ୍କୁ ମଧ୍ଯ ସାଧୁବାଦ ଜଣାଇବା ସହିତ ସେବା ହିଁ ମାନବ ଜୀବନକୁ ସାର୍ଥକ କରିଥାଏ ବୋଲି କହିଥିଲେ । ସମ୍ମାନିତ ଅତିଥି ଭାବେ ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ ଯୋଗଦେଇ ରୋଟାରୀ କ୍ଳବର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମ ପାଇଁ ବିଦାୟୀ ସଭାପତି ଶ୍ରୀକାନ୍ତ କୁମାର ଖଟେଇଙ୍କୁ ସାଧୁବାଦ ଜଣାଇବା ସହିତ ୨୦୨୫-୨୬ ବର୍ଷ ପାଇଁ ନୂତନ ଭାବେ…
Read MoreTag: nayagarh
ରୋଟାରୀ କ୍ଳବର ଅଧିଷ୍ଠାନ ଉତ୍ସବ
୧୨ପଞ୍ଚାୟତ ମୁଖ୍ୟ ଗାଁରେ ନିର୍ବାଚନ ସଭା
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ତଥା ପୁରୀ ସଂସଦୀୟ କ୍ଷେତ୍ର ଅଧିନସ୍ଥ ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ବିଧାୟକ ପ୍ରାର୍ଥୀ ଡ. ଅରୁଣ କୁମାର ସାହୁ ଗ୍ରୀନ କ୍ୟାମ୍ପନକୁ ଗୁରୁତ୍ୱ ଦେଉଛନ୍ତି । ଅରୁଣଙ୍କ ଗ୍ରୀନ୍ କ୍ୟାମ୍ପେନ୍ରେ ଆଜି ପୁରୀ ବିଜେଡି ସାଂସଦ ପ୍ରାର୍ଥୀ ଅରୂପ ପଟ୍ଟନାୟକ ସାମିଲ ହୋଇଛନ୍ତି । ଆଜି ଅପରାହ୍ନରୁ ରାତି ମଧ୍ୟରେ ନୟାଗଡ଼ ବ୍ଲକ ୧୨ଟି ପଞ୍ଚାୟତ ମୁଖ୍ୟ ଗାଁରେ ନିର୍ବାଚନ ପ୍ରଚାର ସଭା କରାଯାଇଛି । ନୟାଗଡ଼ ବ୍ଲକ ଅନ୍ତର୍ଗତ କେନ୍ଦୁଢିପି, ନୋତର, ଗମ୍ଭାରିଡିହି, ଲାଠିପଡ଼ା, ଇଟାମାଟି, ବଡ଼ପଣ୍ଡୁସର, ବାଉଁଶିଆପଡ଼ା, ଜହ୍ନିପଦା, ବିରୁଡ଼ା, ଇକିରି, ରାଜପାଟଣା, କାଳିକାପ୍ରସାଦ ଗାଁରେ ସଭା ଅନୁଷ୍ଠିତ ହୋଇଛି । ଉକ୍ତ ଗ୍ରାମବାସୀଙ୍କ ପକ୍ଷରୁ ଉଭୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ସଭାରେ ଶହ ଶହ ସଂଖ୍ୟାରେ…
Read Moreନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଦୁର୍ନୀତି ନିବାରଣ ସପ୍ତାହ ପାଳିତ
ନୟାଗଡ଼,(ନୟାଗଡ ଦର୍ପଣ): ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଚଳିତ ବର୍ଷର ଦୁର୍ନୀତି ନିବାରଣ ସପ୍ତାହ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଏକ ସାଧାରଣ ସଭାରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ଡା. ପୋମା ଟୁଡୁ କହିଲେ ଯେ, ଦେଶ ସ୍ୱାଧୀନତାର ୭୫ ବର୍ଷ ପାଳନ ବେଳେ ସତ୍ୟନିଷ୍ଠ ଓ ଆତ୍ମନିର୍ଭରତା ପ୍ରସଙ୍ଗ ଗୁରୁତ୍ୱ ବହନ କରେ । ଯେଉଁ ସତ୍ୟ, ଅହିଂସା ବଳରେ ଆମେ ସ୍ୱାଧୀନତା ଲାଭ କଲେ ଓ ପ୍ରଗତି ପଥରେ ଅଗ୍ରସର ହେଉଛେ, ସେହି ସତ୍ୟନିଷ୍ଠ ଓ ଆତ୍ମନିର୍ଭରତା ଆଦର୍ଶ ଆମକୁ ଆହୁରି ଆଗକୁ ଯିବାକୁ ପ୍ରେରଣା ଦେବ । କିନ୍ତୁ ପ୍ରଗତି ସାମନାରେ ଦୁର୍ନୀତି ଏକ ପ୍ରତିରୋଧକ ଅଟେ । ଦୁର୍ନୀତି ଭଳି ପଥରୋଧକକୁ ହଟାଇବା ସହ ମୂଳୋତ୍ପାଟନ କରିପାରିଲେ ରାଜ୍ୟ ତଥା ଦେଶର…
Read Moreପ୍ରାଥମିକ ଶିକ୍ଷକ ସମ୍ମିଳନୀ ଓ ଶପଥପାଠ ଉତ୍ସବ
ଓଡ଼ଗାଁ,(ନୟାଗଡ଼ ଦର୍ପଣ): ଓଡଗାଁ ବ୍ଳକ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ଶରଣକୁଳ ଅଡିଟୋରିୟମ ଗୃହରେ ସମସ୍ତ ପୁରାତନ ପ୍ରାଥମିକ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ନେଇ ଏକ ପ୍ରାଥମିକ ଶିକ୍ଷକ ସମ୍ମିଳନୀ ଓ ଶପଥପାଠ ଉତ୍ସବ ପାଳିତ ହୋଇଯାଇଛି। ଏଥିରେ ସମସ୍ତ ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ଉପସ୍ଥିତ ଥିଲେ। ଏହି ସଭାରେ ଅବସରପ୍ରାପ୍ତ ଶିକ୍ଷକ ଏମ. ଦିନବନ୍ଧୁ ମହାପାତ୍ର, ରାମକୃଷ୍ଣ ପରିଡ଼ା ଅତିଥି ଭାବେ ଯୋଗଦେଇଥିବା ବେଳେ ଆଠଟି ବ୍ଳକର ସମସ୍ତ ବର୍ଗର ଶିକ୍ଷକ ପ୍ରତିନିଧି ଏବଂ ଓଡ଼ଗାଁ ବ୍ଳକର ନୂତନ ପେନସନ ଭୁକ୍ତ ଶିକ୍ଷକ ସଂଘର ସଭାପତି ନରେଶ ପାଣିଗ୍ରାହୀ, ସମନ୍ୱୟ ଶିକ୍ଷକ ସଂଘର କାର୍ଯ୍ୟକାରୀ ସଭାପତି ମନୋଜ କୁମାର ନାୟକ, ଏକ୍ସ କ୍ୟାଡ଼ର ସଭାପତି ଜୟକୃଷ୍ଣ ପ୍ରଧାନ, ସମ୍ପାଦକ ଜଗନ୍ନାଥ ବାରିକ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘର ସଭାପତି ଜ୍ୟୋତିରଞ୍ଜନ ଦାଶ ଏବଂ ସମ୍ପାଦକ ଭକ୍ତରଞ୍ଜନ ମିଶ୍ର…
Read More