୧୨ପଞ୍ଚାୟତ ମୁଖ୍ୟ ଗାଁରେ ନିର୍ବାଚନ ସଭା

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ତଥା ପୁରୀ ସଂସଦୀୟ କ୍ଷେତ୍ର ଅଧିନସ୍ଥ ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ବିଧାୟକ ପ୍ରାର୍ଥୀ ଡ. ଅରୁଣ କୁମାର ସାହୁ ଗ୍ରୀନ କ୍ୟାମ୍ପନକୁ ଗୁରୁତ୍ୱ ଦେଉଛନ୍ତି । ଅରୁଣଙ୍କ ଗ୍ରୀନ୍ କ୍ୟାମ୍ପେନ୍‌ରେ ଆଜି ପୁରୀ ବିଜେଡି ସାଂସଦ ପ୍ରାର୍ଥୀ ଅରୂପ ପଟ୍ଟନାୟକ ସାମିଲ ହୋଇଛନ୍ତି । ଆଜି ଅପରାହ୍ନରୁ ରାତି ମଧ୍ୟରେ ନୟାଗଡ଼ ବ୍ଲକ ୧୨ଟି ପଞ୍ଚାୟତ ମୁଖ୍ୟ ଗାଁରେ ନିର୍ବାଚନ ପ୍ରଚାର ସଭା କରାଯାଇଛି । ନୟାଗଡ଼ ବ୍ଲକ ଅନ୍ତର୍ଗତ କେନ୍ଦୁଢିପି, ନୋତର, ଗମ୍ଭାରିଡିହି, ଲାଠିପଡ଼ା, ଇଟାମାଟି, ବଡ଼ପଣ୍ଡୁସର, ବାଉଁଶିଆପଡ଼ା, ଜହ୍ନିପଦା, ବିରୁଡ଼ା, ଇକିରି, ରାଜପାଟଣା, କାଳିକାପ୍ରସାଦ ଗାଁରେ ସଭା ଅନୁଷ୍ଠିତ ହୋଇଛି । ଉକ୍ତ ଗ୍ରାମବାସୀଙ୍କ ପକ୍ଷରୁ ଉଭୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ସଭାରେ ଶହ ଶହ ସଂଖ୍ୟାରେ…

Read More

ଓଡ଼ଗାଁ କଲେଜରେ ରକ୍ତଦାନ ଶିବିର: ୧୨୦ ୟୁନିଟ ରକ୍ତ ସଂଗ୍ରହ

ଓଡଗାଁ, (ନୟାଗଡ଼ ଦର୍ପଣ): ରଘୁନାଥ ସମବାୟ ମହାବିଦ୍ୟାଳୟ ଓଡ଼ଗାଁ ଓ ଜୀବନ ବିନ୍ଦୁ ଆନୁକୂଲ୍ୟରେ ନୂଆ-ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ମାଧ୍ୟମରେ କଲେଜ ପରିସରରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।ଶିବିରରେ ମୋଟ ୧୨୦ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା।ଶିବିରରେ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବାବେଳେ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ,ତହସିଲଦାର ମାନସ ରଞ୍ଜନ ଭୋଇ,ବିଡ଼ିଓ ଜିତେନ୍ଦ୍ର କୁମାର ନାୟକ,କଲେଜ ଅଧ୍ୟକ୍ଷ ରାଜକିଶୋର ସାହୁ,ପରିଚାଳନା ପରିଷଦ ସଭାପତି ସୁରେଶ ଚନ୍ଦ୍ର ହୋତା,ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ସୁଧାଂଶୁ ଶେଖର ବେହେରା,ଜିଲ୍ଲା ପରିଷଦ ସଭ୍ୟା ବିରଜାଲକ୍ଷ୍ମୀ ସାହୁ,ଝିଲି ପ୍ରଧାନ, ସରପଞ୍ଚ ସସ୍ମିତା ପାତ୍ର,ସୁଶ୍ରୀ ଶ୍ରାବଣୀ ବିଶ୍ୱାଳ ଯୋଗ ଦେଇ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ।ଡ଼ ନରେଶ କୁମାର ନାୟକ ରକ୍ତ ପରୀକ୍ଷା କରିଥିବାବେଳେ ନୟାଗଡ଼ ରକ୍ତ…

Read More

ପ୍ରାଥମିକ ଶିକ୍ଷକ ସମ୍ମିଳନୀ ଓ ଶପଥପାଠ ଉତ୍ସବ

ଓଡ଼ଗାଁ,(ନୟାଗଡ଼ ଦର୍ପଣ): ଓଡଗାଁ ବ୍ଳକ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ଶରଣକୁଳ ଅଡିଟୋରିୟମ ଗୃହରେ ସମସ୍ତ ପୁରାତନ ପ୍ରାଥମିକ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ନେଇ ଏକ ପ୍ରାଥମିକ ଶିକ୍ଷକ ସମ୍ମିଳନୀ ଓ ଶପଥପାଠ ଉତ୍ସବ ପାଳିତ ହୋଇଯାଇଛି। ଏଥିରେ ସମସ୍ତ ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ଉପସ୍ଥିତ ଥିଲେ। ଏହି ସଭାରେ ଅବସରପ୍ରାପ୍ତ ଶିକ୍ଷକ ଏମ. ଦିନବନ୍ଧୁ ମହାପାତ୍ର, ରାମକୃଷ୍ଣ ପରିଡ଼ା ଅତିଥି ଭାବେ ଯୋଗଦେଇଥିବା ବେଳେ ଆଠଟି ବ୍ଳକର ସମସ୍ତ ବର୍ଗର ଶିକ୍ଷକ ପ୍ରତିନିଧି ଏବଂ ଓଡ଼ଗାଁ ବ୍ଳକର ନୂତନ ପେନସନ ଭୁକ୍ତ ଶିକ୍ଷକ ସଂଘର ସଭାପତି ନରେଶ ପାଣିଗ୍ରାହୀ, ସମନ୍ୱୟ ଶିକ୍ଷକ ସଂଘର କାର୍ଯ୍ୟକାରୀ ସଭାପତି ମନୋଜ କୁମାର ନାୟକ, ଏକ୍ସ କ୍ୟାଡ଼ର ସଭାପତି ଜୟକୃଷ୍ଣ ପ୍ରଧାନ, ସମ୍ପାଦକ ଜଗନ୍ନାଥ ବାରିକ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘର ସଭାପତି ଜ୍ୟୋତିରଞ୍ଜନ ଦାଶ ଏବଂ ସମ୍ପାଦକ ଭକ୍ତରଞ୍ଜନ ମିଶ୍ର…

Read More